Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା।

Gade chapit la Kopi

ଓଡିଆ ବାଇବେଲ

15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠି କର୍ମ କରିବାକୁ ଦାସ ହେଲା।

Gade chapit la Kopi

ପବିତ୍ର ବାଇବଲ

15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିବ। ଏହା ପରେ ସେ ଭାରି ଭାର ବୋହିବା ପାଇଁ ରାଜି ହେବ। ସେ ବେଠିକାମ କରିବାକୁ ରାଜି ହେବ।

Gade chapit la Kopi




ଆଦି ପୁସ୍ତକ 49:15
10 Referans Kwoze  

ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ।


“ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍‍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମନ୍ତ ସୋରଠାରୁ କିଛି ବେତନ ପାଇଲେ ନାହିଁ;


“ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।


ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ


ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।


ପୂର୍ବକାଳରେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ (ଅର୍ବର ନଗର) ଥିଲା; ସେହି ଅର୍ବ ଅନାକୀୟମାନଙ୍କ ମଧ୍ୟରେ ସର୍ବପ୍ରଧାନ ଲୋକ ଥିଲା। ଏଉତ୍ତାରୁ ଦେଶ ଯୁଦ୍ଧରୁ ବିଶ୍ରାମ ପାଇଲା।


ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;


ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।


କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।


“ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।


Swiv nou:

Piblisite


Piblisite