Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଦାନ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।

Gade chapit la Kopi

ଓଡିଆ ବାଇବେଲ

16 ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଲୋକମାନଙ୍କର ବିଚାର କରିବ।

Gade chapit la Kopi

ପବିତ୍ର ବାଇବଲ

16 “ଦାନ, ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଆପଣା ଲୋକମାନଙ୍କର ବିଗ୍ଭର କରିବ।

Gade chapit la Kopi




ଆଦି ପୁସ୍ତକ 49:16
10 Referans Kwoze  

ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।”


ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।


ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।


ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।


ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।


ସେ ବିଶ୍ରାମ-ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ୟ ଦେଖିଲା; ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା, ବେଠିକର୍ମ କରିବାକୁ ଦାସ ହେଲା।


ଦାନ୍ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ଫଣି ତୁଲ୍ୟ; ଯେ ଘୋଟକର ପାଦ ଦଂଶନ କଲେ ତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।


Swiv nou:

Piblisite


Piblisite