Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସୈନ୍ୟଦଳ ଗାଦ୍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍ ସେମାନଙ୍କୁ ଆକ୍ରମଣ କରିବ।

Gade chapit la Kopi

ଓଡିଆ ବାଇବେଲ

19 ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।

Gade chapit la Kopi

ପବିତ୍ର ବାଇବଲ

19 “ସୈନ୍ୟଦଳ ଗାଦକୁ ଆକ୍ରମଣ କରିବେ। କିନ୍ତୁ ଗାଦ୍ ସେମାନଙ୍କୁ ପଛରୁ ଆକ୍ରମଣ କରିବ।

Gade chapit la Kopi




ଆଦି ପୁସ୍ତକ 49:19
11 Referans Kwoze  

ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।


ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।


ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,


ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦି ଓ ଅରେଲୀ।


ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।


ପ୍ରଥମ ଏସର୍‍, ଦ୍ୱିତୀୟ ଓବଦୀୟ, ତୃତୀୟ ଇଲୀୟାବ୍‍,


Swiv nou:

Piblisite


Piblisite