Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 49:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ଵରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।

Gade chapit la Kopi

ଓଡିଆ ବାଇବେଲ

22 ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ, ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ; ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।

Gade chapit la Kopi

ପବିତ୍ର ବାଇବଲ

22 “ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ। ସେ ନିର୍ଝର ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ। ତା'ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ।

Gade chapit la Kopi




ଆଦି ପୁସ୍ତକ 49:22
19 Referans Kwoze  

ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”


ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।


ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।


ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।


ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇଗଲେ।


ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି, ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,


ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।


ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।


ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,


Swiv nou:

Piblisite


Piblisite