ଆଦି ପୁସ୍ତକ 49:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବୋ। Gade chapit laଓଡିଆ ବାଇବେଲ8 ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ। Gade chapit laପବିତ୍ର ବାଇବଲ8 “ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ। ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବ। ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ। Gade chapit la |
ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;