Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ କୟିନାନର ବୟସ ସର୍ବସୁଦ୍ଧା ନଅ ଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।

Gade chapit la Kopi

ଓଡିଆ ବାଇବେଲ

14 ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।

Gade chapit la Kopi

ପବିତ୍ର ବାଇବଲ

14 ଏହିପରି ଭାବରେ କୟିନାନ 910 ବର୍ଷ ବଞ୍ଚିଲା ପରେ ମୃତ୍ୟୁବରଣ କଲା।

Gade chapit la Kopi




ଆଦି ପୁସ୍ତକ 5:14
3 Referans Kwoze  

ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;


ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;


ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।


Swiv nou:

Piblisite


Piblisite