Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;

Gade chapit la Kopi

ଓଡିଆ ବାଇବେଲ

18 ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;

Gade chapit la Kopi

ପବିତ୍ର ବାଇବଲ

18 ଯେରଦକୁ ଯେତେବେଳେ 162 ବର୍ଷ ବୟସ ହୋଇଥିଲା ସେ ସମୟରେ ତାଙ୍କର ଏକପୁତ୍ର ଜନ୍ମ ହେଲା, ତାହାର ନାମ ହନୋକ।

Gade chapit la Kopi




ଆଦି ପୁସ୍ତକ 5:18
7 Referans Kwoze  

ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର,


ହନୋକ, ମଥୂଶେଲହ, ଲେମକ;


ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।


ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ବର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ।


ମହଲଲେଲର ବୟସ ସର୍ବସୁଦ୍ଧା ଆଠ ଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।


ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;


Swiv nou:

Piblisite


Piblisite