Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;

Gade chapit la Kopi

ଓଡିଆ ବାଇବେଲ

21 ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;

Gade chapit la Kopi

ପବିତ୍ର ବାଇବଲ

21 ହନୋକ 65 ବର୍ଷ ବୟସରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ମଥୂଶେଲହ।

Gade chapit la Kopi




ଆଦି ପୁସ୍ତକ 5:21
5 Referans Kwoze  

ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର,


ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗ ନ କରି ଉର୍ଦ୍ଧ୍ବକୁ ଉତ୍ଥିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ବର ତାହାଙ୍କୁ ଅନ୍ତର୍ହିତ କରିଥିଲେ। ସେ ଯେ ଈଶ୍ବରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ;


ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ,


ଯେରଦର ବୟସ ସର୍ବସୁଦ୍ଧା ନଅ ଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।


ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;


Swiv nou:

Piblisite


Piblisite