ଆଦି ପୁସ୍ତକ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ହନୋକ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ଵର ତାଙ୍କୁ ଗ୍ରହଣ କଲେ। Gade chapit laଓଡିଆ ବାଇବେଲ24 ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ। Gade chapit laପବିତ୍ର ବାଇବଲ24 ଦିନେ, ଯେତେବେଳେ ହନୋକ ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ, ସେ ଅନ୍ତର୍ଦ୍ଧାନ ହେଲେ, ଯେହେତୁ ତାଙ୍କୁ ପରମେଶ୍ୱର ନେଇଗଲେ। Gade chapit la |