Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 50:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ୍‍ ମିସର ନାମରେ ବିଖ୍ୟାତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ; ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର (ମିସ୍ରୀୟମାନଙ୍କ ଶୋକ) ନାମରେ ବିଖ୍ୟାତ ହେଲା।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କର ଏ ଅତି ଦାରୁଣ ଶୋକ,” ତେଣୁକରି ଯର୍ଦ୍ଦନ ପାରସ୍ଥ ସେହି ସ୍ଥାନ ଆବେଲ ମିସର ନାମରେ ବିଖ୍ୟାତ ହେଲା।

Gade chapit la Kopi

ପବିତ୍ର ବାଇବଲ

11 ସେହି ଦେଶ ନିବାସୀ କିଣାନୀୟ ଲୋକମାନେ ଆଟଦର ଖଳାରେ ସେମାନଙ୍କର ଏରୂପ ଶୋକ ଦେଖି କହିଲେ, “ମିସ୍ରୀୟମାନଙ୍କ ପ୍ରତି ଏହା ଦାରୁଣ ଦୁଃଖ।” ସେହିସ୍ଥାନ ଆବେଲ-ମିଶର ନାମରେ ବିଖ୍ୟାତ ହେଲା। ଏହା ଯର୍ଦ୍ଦନ ପାରସ୍ଥରେ।

Gade chapit la Kopi




ଆଦି ପୁସ୍ତକ 50:11
10 Referans Kwoze  

ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋʼ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।”


ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀର-ବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।


ସେହି ଦୁଇ ପର୍ବତ କି ଯର୍ଦ୍ଦନର ସେପାରି ସୂର୍ଯ୍ୟାସ୍ତ ପଥ ପ୍ରାନ୍ତରେ ଗିଲ୍‍ଗଲ୍‍ ସମ୍ମୁଖସ୍ଥ ପଦା ନିବାସୀ କିଣାନୀୟମାନଙ୍କ ଦେଶରେ ମୋରିର ଅଲୋନ ତୋଟା ନିକଟରେ ନାହିଁ?


ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।


ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”


ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।


ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ତାଙ୍କ ପ୍ରତି ତଦନୁସାରେ କଲେ;


Swiv nou:

Piblisite


Piblisite