Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 50:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।

Gade chapit la Kopi

ଓଡିଆ ବାଇବେଲ

3 ତାହା ପାଇଁ ଚାଳିଶ ଦିନ ଲାଗିଲା; ଯେହେତୁ ପୂତିଘ୍ନ ଦ୍ରବ୍ୟାକ୍ତ କରିବାକୁ ଚାଳିଶ ଦିନ ଲାଗେ; ପୁଣି, ମିସ୍ରୀୟ ଲୋକମାନେ ତାଙ୍କ ନିମନ୍ତେ ସତୁରି ଦିନ ଯାଏ ଶୋକ କଲେ।

Gade chapit la Kopi

ପବିତ୍ର ବାଇବଲ

3 ମିଶରୀୟ ଲୋକମାନେ ତାଙ୍କ ପାଇଁ ସତୁରି ଦିନ ଯାଏ ଶୋକ କଲେ। ଶରୀର ସଂସ୍କାର ନିମନ୍ତେ ପ୍ରସ୍ତୁତ ଗ୍ଭଳିଶ୍ ଦିନରେ ଶେଷ ହେଲା।

Gade chapit la Kopi




ଆଦି ପୁସ୍ତକ 50:3
5 Referans Kwoze  

ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।


ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।


ଆଉ ସେ ଆପଣା ବନ୍ଦୀତ୍ୱାବସ୍ଥାର ବସ୍ତ୍ର ତ୍ୟାଗ କରି ତୁମ୍ଭ ଗୃହରେ ରହିବ, ଆପଣା ପିତା ଓ ଆପଣା ମାତା ନିମନ୍ତେ ପୂର୍ଣ୍ଣ ଏକ ମାସ ବିଳାପ କରିବ। ତହିଁ ଉତ୍ତାରେ ତୁମ୍ଭେ ତାହାର ସହବାସ କରିବ ଓ ତାହାର ସ୍ୱାମୀ ହେବ, ଆଉ ସେ ତୁମ୍ଭର ଭାର୍ଯ୍ୟା ହେବ।


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ସେହି ଶୋକ ଦିନ ଗତ ହୁଅନ୍ତେ, ଯୋଷେଫ ଫାରୋଙ୍କର ପରିଜନଙ୍କୁ କହିଲେ, “ଯଦି ମୁଁ ତୁମ୍ଭମାନଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ବିନୟ କରୁଅଛି, ଫାରୋଙ୍କ କର୍ଣ୍ଣଗୋଚରେ ଏହି କଥା କୁହ,


Swiv nou:

Piblisite


Piblisite