Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 50:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ି ଗଲେ।

Gade chapit la Kopi

ପବିତ୍ର ବାଇବଲ

8 ଯୋଷେଫଙ୍କ ପରିବାରର ସମସ୍ତ ଲୋକ, ତାଙ୍କର ଭାଇମାନେ ଏବଂ ତାଙ୍କ ପିତାଙ୍କର ସମସ୍ତ ବଂଶ ତାଙ୍କ ସହିତ ଗଲେ। ଗୋଶନରେ କେବଳ ପଶୁ ଓ ପିଲାମାନେ ରହିଲେ।

Gade chapit la Kopi




ଆଦି ପୁସ୍ତକ 50:8
5 Referans Kwoze  

ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”


ତହୁଁ ଯୋଷେଫ ଆପଣା ପିତାଙ୍କୁ କବର ଦେବାକୁ ଯାତ୍ରା କଲେ; ତହିଁରେ ଫାରୋଙ୍କର ଦାସମାନେ ଓ ତାଙ୍କ ଗୃହର ପ୍ରଧାନ ଲୋକମାନେ ଓ ମିସର ଦେଶର ପ୍ରଧାନ ଲୋକମାନେ,


ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।


Swiv nou:

Piblisite


Piblisite