Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 50:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାଙ୍କ ସଙ୍ଗରେ ରଥ ଓ ଅଶ୍ଵାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।

Gade chapit la Kopi

ଓଡିଆ ବାଇବେଲ

9 ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।

Gade chapit la Kopi

ପବିତ୍ର ବାଇବଲ

9 ତାଙ୍କ ସହ ଏକ ବିରାଟ ସମାରୋହ ଗଲା। ଏପରିକି ତାଙ୍କ ସହିତ ଅଶ୍ୱାରୋହୀ ସୈନ୍ୟ ଓ ରଥାରୋହୀ ସୈନ୍ୟମାନେ ମଧ୍ୟ ଗଲେ।

Gade chapit la Kopi




ଆଦି ପୁସ୍ତକ 50:9
10 Referans Kwoze  

ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।


ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।


ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ?


ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।


ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।


ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।


ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।


ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ “ଆଣ୍ଠୁ ପାତ ଆଣ୍ଠୁ ପାତ” ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।


ପୁଣି, ଯୋଷେଫଙ୍କର ସମସ୍ତ ପରିବାର ଓ ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃପରିବାର ତାଙ୍କ ସଙ୍ଗେ ଗମନ କଲେ; ଗୋଶନ ପ୍ରଦେଶରେ ସେମାନେ କେବଳ ଆପଣାମାନଙ୍କ ବାଳକଗଣ ଓ ମେଷପଲ ଓ ଗୋପଲ ଛାଡ଼ିଗଲେ।


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


Swiv nou:

Piblisite


Piblisite