Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ନୋହ, ଶେମ ଓ ହାମ ଓ ଯେଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ନୋହ, ଶେମ ଓ ହାମ ଓ ଯେଫତ୍, ଏହି ତିନି ପୁତ୍ରଙ୍କୁ ଜାତ କଲେ।

Gade chapit la Kopi

ଓଡିଆ ବାଇବେଲ

10 ନୋହ, ଶେମ ଓ ହାମ ଓ ଯେଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।

Gade chapit la Kopi

ପବିତ୍ର ବାଇବଲ

10 ନୋହଙ୍କର ତିନୋଟି ପୁତ୍ର ଥିଲେ। ସେମାନେ ହେଲେ ଶେମ, ହାମ ଓ ଯେଫତ୍।

Gade chapit la Kopi




ଆଦି ପୁସ୍ତକ 6:10
3 Referans Kwoze  

ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।


ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।


ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।


Swiv nou:

Piblisite


Piblisite