Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।

Gade chapit la Kopi

ଓଡିଆ ବାଇବେଲ

15 ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।

Gade chapit la Kopi

ପବିତ୍ର ବାଇବଲ

15 “ସେହି ଜାହାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଏବଂ ତାହାର ଉଚ୍ଚତା ତିରିଶ୍ ହାତ ହେବ।

Gade chapit la Kopi




ଆଦି ପୁସ୍ତକ 6:15
4 Referans Kwoze  

(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।


ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।


ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।


ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।


Swiv nou:

Piblisite


Piblisite