ଆଦି ପୁସ୍ତକ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ଵରେ ଦ୍ଵାର ରଖିବ; ଆଉ ତହିଁର ପ୍ରଥମ, ଦ୍ଵିତୀୟ ଓ ତୃତୀୟ ତଳ ବନାଇବ। Gade chapit laଓଡିଆ ବାଇବେଲ16 ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ। Gade chapit laପବିତ୍ର ବାଇବଲ16 ଉପରୁ ଏକ ହାତ ଛାଡ଼ି ଝରକା କରିବ। ସେହି ଜାହାଜର ପାର୍ଶ୍ୱରେ ଗୋଟିଏ ଦ୍ୱାର ରହିବ। ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଚଟାଣ ବନାଇବ। Gade chapit la |