Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।

Gade chapit la Kopi

ପବିତ୍ର ବାଇବଲ

19 ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଙ୍ଗରେ ଧରି ଜାହାଜରେ ପ୍ରବେଶ କରିବ।

Gade chapit la Kopi




ଆଦି ପୁସ୍ତକ 6:19
6 Referans Kwoze  

ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୋ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।


ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”


ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;


Swiv nou:

Piblisite


Piblisite