Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି ତହିଁ ଉତ୍ତାରେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।

Gade chapit la Kopi

ଓଡିଆ ବାଇବେଲ

4 ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।

Gade chapit la Kopi




ଆଦି ପୁସ୍ତକ 6:4
8 Referans Kwoze  

ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”


(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।


ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।


ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।


ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”


ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।


Swiv nou:

Piblisite


Piblisite