ଆଦି ପୁସ୍ତକ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ହେତୁରୁ ଅନୁତାପ କରି ମନରେ ଶୋକ କଲେ। Gade chapit laଓଡିଆ ବାଇବେଲ6 ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ। Gade chapit laପବିତ୍ର ବାଇବଲ6 ମନୁଷ୍ୟମାନଙ୍କୁ ଜନ୍ମ ଦେଇଥିବାରୁ, ସଦାପ୍ରଭୁ ଅନୁତାପ କଲେ। ଏହା ସଦାପ୍ରଭୁଙ୍କ ହୃଦୟକୁ ଯନ୍ତ୍ରଣା ଦେଲା। Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”