ଆଦି ପୁସ୍ତକ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)7 ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ଭୂମଣ୍ତଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି। Gade chapit laଓଡିଆ ବାଇବେଲ7 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।” Gade chapit laପବିତ୍ର ବାଇବଲ7 ତେଣୁ ସଦାପ୍ରଭୁ କହିଲେ, “ମୁଁ ସମସ୍ତ ମନୁଷ୍ୟକୁ ଧ୍ୱଂସ କରି ଦେବି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ୟ, ପଶୁ ଏବଂ ପ୍ରତ୍ୟେକ ଖେଚର ପ୍ରାଣୀମାନଙ୍କୁ ଧ୍ୱଂସ କରି ଦେବି। ଏବଂ ଆକାଶର ସମସ୍ତ ପକ୍ଷୀକୂଳକୁ ମଧ୍ୟ ଧ୍ୱଂସ କରି ଦେବି। କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।” Gade chapit la |
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।