ଆଦି ପୁସ୍ତକ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ନୋହଙ୍କର ବୟସର ଛଅଶହ ବର୍ଷ ଦ୍ଵିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି ଆକାଶସ୍ଥ ଦ୍ଵାର ସବୁ ମୁକ୍ତ ହେଲା। Gade chapit laଓଡିଆ ବାଇବେଲ11 ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। Gade chapit laପବିତ୍ର ବାଇବଲ11-13 ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ। Gade chapit la |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।