ଆଦି ପୁସ୍ତକ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା। Gade chapit laପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକି ଛାଡ଼ି ଭାସି ଉଠିଲା। Gade chapit laଓଡିଆ ବାଇବେଲ17 ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା। Gade chapit laପବିତ୍ର ବାଇବଲ17 ଗ୍ଭଳିଶ୍ ଦିନ ପୃଥିବୀରେ ଜଳପ୍ଳାବନ ହେଲା, ପୁଣି ଜଳ ବଢ଼ିବାରୁ ଜାହାଜ ଭୂମିକୁ ଛାଡ଼ି ଭାସିବାକୁ ଲାଗିଲା। Gade chapit la |