Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଚାଲିଲା।

Gade chapit la Kopi

ଓଡିଆ ବାଇବେଲ

18 ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।

Gade chapit la Kopi

ପବିତ୍ର ବାଇବଲ

18 ପୃଥିବୀରେ କ୍ରମାନ୍ୱୟରେ ଜଳରାଶି ବଢ଼ିବାକୁ ଲାଗିଲା ଓ ସେଥିରେ ଜାହାଜ ଭାସିବାକୁ ଆରମ୍ଭ କଲା।

Gade chapit la Kopi




ଆଦି ପୁସ୍ତକ 7:18
6 Referans Kwoze  

ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।


ତହିଁରେ ଜାହାଜ ଗତାୟାତ କରେ; ତହିଁରେ ଖେଳିବା ପାଇଁ ତୁମ୍ଭର ସୃଷ୍ଟ ଲିବିୟାଥନ ଥାଏ।


ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।


ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;


ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।


ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।


Swiv nou:

Piblisite


Piblisite