ଆଦି ପୁସ୍ତକ 7:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ, Gade chapit laପବିତ୍ର ବାଇବଲ (Re-edited) - (BSI)21 ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ, Gade chapit laଓଡିଆ ବାଇବେଲ21 ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ, Gade chapit laପବିତ୍ର ବାଇବଲ21-22 ପୃଥିବୀ ପୃଷ୍ଠରୁ ପ୍ରତ୍ୟେକ ସଜୀବ ପ୍ରାଣୀ ମୃତ୍ୟୁବରଣ କଲେ। ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ, ପ୍ରତ୍ୟେକ ପ୍ରକାର ପକ୍ଷୀ ଓ ପଶୁ ପୃଥିବୀ ପୃଷ୍ଠରୁ ମଲେ। ସମସ୍ତ ଭୂଚର ଓ ସମସ୍ତ ଉରୋଗାମୀ ଜୀବ ପୃଥିବୀ ପୃଷ୍ଠରୁ ଲୋପ ପାଇଗଲେ। Gade chapit la |