Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।

Gade chapit la Kopi

ଓଡିଆ ବାଇବେଲ

6 ନୋହଙ୍କର ଛଅଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।

Gade chapit la Kopi

ପବିତ୍ର ବାଇବଲ

6 ବନ୍ୟା ଆସିବା ସମୟରେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା।

Gade chapit la Kopi




ଆଦି ପୁସ୍ତକ 7:6
4 Referans Kwoze  

ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।


(ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।


ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ।


ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।


Swiv nou:

Piblisite


Piblisite