ଆଦି ପୁସ୍ତକ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା; Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ଵାଦି ସମସ୍ତ ପ୍ରାଣୀଙ୍କି ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ,ତହୁଁ ଜଳ ଥମିଲା; Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା; Gade chapit laପବିତ୍ର ବାଇବଲ1 ପରମେଶ୍ୱର ନୋହ ଏବଂ ତାଙ୍କ ସହିତ ଜାହାଜରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ୱର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ୟା ଜଳ କମିଗଲା। Gade chapit la |