Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 (ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକି ଶୁଷ୍କ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

13 (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

13 ଏହା ପରେ, ନୋହ ଜାହାଜର ଦ୍ୱାର ଖୋଲିଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ଯାଇଛି। ଏହା ଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହଙ୍କୁ ସେତେବେଳେ 601 ବର୍ଷ ହୋଇଥିଲା।

Gade chapit la Kopi




ଆଦି ପୁସ୍ତକ 8:13
3 Referans Kwoze  

ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।


ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।


ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।


Swiv nou:

Piblisite


Piblisite