Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏହିରୂପେ ଦ୍ଵିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।

Gade chapit la Kopi

ଓଡିଆ ବାଇବେଲ

14 ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।

Gade chapit la Kopi

ପବିତ୍ର ବାଇବଲ

14 ଦ୍ୱିତୀୟ ମାସର ଶତାଇଶ ଦିନ ବେଳକୁ ଭୂମି ପୁରା ଶୁଖି ଯାଇଥିଲା।

Gade chapit la Kopi




ଆଦି ପୁସ୍ତକ 8:14
6 Referans Kwoze  

ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।


(ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।


ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ କହିଲେ,


ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।


ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


Swiv nou:

Piblisite


Piblisite