Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;

Gade chapit la Kopi

ଓଡିଆ ବାଇବେଲ

18 ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ନୋହ ତାଙ୍କର ସ୍ତ୍ରୀ, ତାଙ୍କର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ।

Gade chapit la Kopi




ଆଦି ପୁସ୍ତକ 8:18
5 Referans Kwoze  

ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।


ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;


ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”


ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।


ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।


Swiv nou:

Piblisite


Piblisite