Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ସ୍ଵ ସ୍ଵ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।

Gade chapit la Kopi

ପବିତ୍ର ବାଇବଲ

19 ସମସ୍ତ ପଶୁ ଏବଂ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।

Gade chapit la Kopi




ଆଦି ପୁସ୍ତକ 8:19
5 Referans Kwoze  

ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍‍), ଗ୍ରାମ୍ୟ ପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟ ପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା।


ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;


ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।


ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।


Swiv nou:

Piblisite


Piblisite