Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥିଉତ୍ତାରୁ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା।

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।

Gade chapit la Kopi




ଆଦି ପୁସ୍ତକ 8:4
6 Referans Kwoze  

ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।


ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍‍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ୍ଗରେ ବଧ କଲେ। ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।


ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।


ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।


ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।


Swiv nou:

Piblisite


Piblisite