Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପରମେଶ୍ଵର ନୋହଙ୍କୁ କହିଲେ, ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

17 ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”

Gade chapit la Kopi

ପବିତ୍ର ବାଇବଲ

17 ତେଣୁ ସଦାପ୍ରଭୁ ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ମେଘଧନୁ ଏହି ଚିହ୍ନ ହେବ।”

Gade chapit la Kopi




ଆଦି ପୁସ୍ତକ 9:17
4 Referans Kwoze  

ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;


ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”


ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।


“ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,


Swiv nou:

Piblisite


Piblisite