Biblia Todo Logo
Bib sou entènèt

- Piblisite -




ହବକ୍କୂକ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ତନୀୟ ହେବ।

Gade chapit la Kopi

ଓଡିଆ ବାଇବେଲ

11 ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ସେମାନେ ପବନ ପରି ଗତିରେ ଯିବେ। ସେମାନେ ଦୋଷୀ ଅଟନ୍ତି ଯେ, ସେମାନେ ତାଙ୍କର ନିଜର ଶକ୍ତିକୁ ପୂଜା କରନ୍ତି।”

Gade chapit la Kopi




ହବକ୍କୂକ 1:11
10 Referans Kwoze  

ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,


ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।


ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।


ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।


କାରଣ ସେ କହିଅଛି, “ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;


କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍‍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’”


ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”


Swiv nou:

Piblisite


Piblisite