ହବକ୍କୂକ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି। Gade chapit laଓଡିଆ ବାଇବେଲ9 ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି। Gade chapit laପବିତ୍ର ବାଇବଲ9 ସେମାନେ କେବଳ ଯୁଦ୍ଧ କରିବାକୁ ଗ୍ଭହାନ୍ତି। ସେମାନଙ୍କର ସୈନ୍ୟମାନେ ବନ୍ଦୀମାନଙ୍କୁ ବାଲିପରି ଆଣିବା ପାଇଁ ସଂକଳ୍ପର ସହିତ ଯାଉଛନ୍ତି। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।