ହବକ୍କୂକ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ଵାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ। Gade chapit laଓଡିଆ ବାଇବେଲ10 ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବା ଦ୍ୱାରା ଆପଣା ବଂଶର ଲଜ୍ଜାଜନକ ମନ୍ତ୍ରଣା କରିଅଛ ଓ ଆପଣା ପ୍ରାଣ ବିରୁଦ୍ଧରେ ପାପ କରିଅଛ। Gade chapit laପବିତ୍ର ବାଇବଲ10 “ତୁମ୍ଭେ ବହୁତ ଲୋକଙ୍କୁ ଧ୍ୱଂସ କରିଅଛ। କିନ୍ତୁ ତୁମ୍ଭେ ନିଜ ଘରକୁ ଲଜ୍ଜା ଆଣିଥିଲ। ତୁମ୍ଭେ ନିଜ ଜୀବନ ବିପକ୍ଷରେ ପାପ କରିଅଛ। Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;