Biblia Todo Logo
Bib sou entènèt

- Piblisite -




ହବକ୍କୂକ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।

Gade chapit la Kopi

ଓଡିଆ ବାଇବେଲ

11 କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭ କାନ୍ଥରେ ଲାଗିଥିବା ପଥର ତୁମ୍ଭ ବିରୁଦ୍ଧରେ କଥା କହିବ। ଏପରିକି ତୁମ୍ଭ ଛାତରେ ଲାଗିଥିବା କାଠର ବର୍ଗାଗୁଡ଼ିକ ତୁମ୍ଭେ ଭୁଲ୍ ବୋଲି ରାଜି ହେବ।

Gade chapit la Kopi




ହବକ୍କୂକ 2:11
8 Referans Kwoze  

ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”


ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”


ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।


ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।


Swiv nou:

Piblisite


Piblisite