Biblia Todo Logo
Bib sou entènèt

- Piblisite -




ହବକ୍କୂକ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେଉଁ ଜନ ରକ୍ତପାତ ଦ୍ଵାରା ପୁରୀ ନିର୍ମାଣ କରେ ଓ ଅଧର୍ମ ଦ୍ଵାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର !

Gade chapit la Kopi

ଓଡିଆ ବାଇବେଲ

12 ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର !

Gade chapit la Kopi

ପବିତ୍ର ବାଇବଲ

12 “ଧିକ୍ ତୁମ୍ଭମାନଙ୍କୁ, ଯେଉଁମାନେ ଲୋକମାନଙ୍କୁ ମାରି ନଗର ନିର୍ମାଣ କରିଛ ଏବଂ ଦୁଷ୍ଟତାରେ ସହର ପ୍ରତିଷ୍ଠା କରିଛ।

Gade chapit la Kopi




ହବକ୍କୂକ 2:12
12 Referans Kwoze  

ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।


ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।


ମୁଁ ସେହି ସ୍ତ୍ରୀଲୋକକୁ ସାଧୁମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।


ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ରକ୍ତପୂର୍ଣ୍ଣା ନଗରୀ ସନ୍ତାପର ପାତ୍ର! ଆମ୍ଭେ ମଧ୍ୟ ରାଶି ବଡ଼ କରିବା।


ତାଙ୍କର ସମୟରେ ବେଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦେଇ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମର ମୃତ୍ୟୁୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କଲେ।


ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର;


ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”


Swiv nou:

Piblisite


Piblisite