ହବକ୍କୂକ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ଵ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ଵ ହେବ ନାହିଁ। Gade chapit laଓଡିଆ ବାଇବେଲ3 କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ। Gade chapit laପବିତ୍ର ବାଇବଲ3 ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶେଷ ବାର୍ତ୍ତା ସମ୍ବନ୍ଧରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ୟା ହୁଏ ନାହିଁ। ଯେପରି ଜଣାଯିବ ଏହି ସମୟ କେବେ ଆସିବ ନାହିଁ। କିନ୍ତୁ ଧୈର୍ଯ୍ୟ ଧରି ଅପେକ୍ଷା କର, ସେ ସମୟ ନିଶ୍ଚୟ ଆସିବ। ଏହା ଅଧିକ ବିଳମ୍ବ ହେବ ନାହିଁ। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।