ହବକ୍କୂକ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଆହୁରି, ମଦ, ବିଶ୍ଵାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ। Gade chapit laଓଡିଆ ବାଇବେଲ5 ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ। Gade chapit laପବିତ୍ର ବାଇବଲ5 ପରମେଶ୍ୱର କହିଲେ, “ଧନ ଗୋଟିଏ ବଳବାନ୍ ବ୍ୟକ୍ତିକୁ ପ୍ରତାରଣା କରି ପାରିବ। ସେ କେବେ ସଫଳ ହୋଇ ପାରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ୟୁ ପରି ସେ କେବେ ସନ୍ତୁଷ୍ଟ ହେବ ନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସେହି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ। Gade chapit la |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।