Biblia Todo Logo
Bib sou entènèt

- Piblisite -




ହବକ୍କୂକ 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍‍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍ ଉଠିବେ ନାହିଁ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ଵରୂପ ହେବ ନାହିଁ?

Gade chapit la Kopi

ଓଡିଆ ବାଇବେଲ

7 ଯେଉଁମାନେ ତୁମ୍ଭକୁ ଦଂଶନ କରିବେ, ସେମାନେ କି ହଠାତ୍‍ ଉଠିବେ ନାହିଁ ? ଯେଉଁମାନେ ତୁମ୍ଭକୁ ବିରକ୍ତ କରିବେ, ସେମାନେ କି ଜାଗ୍ରତ ହେବେ ନାହିଁ ? ଓ ତୁମ୍ଭେ କି ସେମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ ନାହିଁ ?

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭମାନଙ୍କର ଋଣକର୍ତ୍ତାମାନେ ହଠାତ୍ ତୁମ୍ଭ ବିରୁଦ୍ଧରେ ଛିଡ଼ା ହେବେ। ତା'ପରେ ସେମାନେ ତୁମ୍ଭଠାରୁ ଗ୍ଭେରି କରିବେ। ତୁମ୍ଭେ ଅତି ଭୟଭୀତ ହୋଇ ପଡ଼ିବ।

Gade chapit la Kopi




ହବକ୍କୂକ 2:7
19 Referans Kwoze  

ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍‍ ଭଗ୍ନ ହେବ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।


ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି।


ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।


ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।


ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।


ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।


ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।


Swiv nou:

Piblisite


Piblisite