Biblia Todo Logo
Bib sou entènèt

- Piblisite -




ହବକ୍କୂକ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସ ସ୍ଥାନରେ ସ୍ଥଗିତ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭର ବାଣସ୍ଵରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ।

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ

11 ସୂର୍ଯ୍ୟ ଚନ୍ଦ୍ର ତାଙ୍କର କକ୍ଷରେ ଛିଡ଼ା ହେଲେ। ଯେତେବେଳେ ସେମାନେ ତୁମ୍ଭର ବିଦ୍ୟୁ‌ତ୍‌ର ଉଜ୍ଜ୍ୱଳ ଦେଖିଲେ ସେମାନେ ଆଲୋକ ଦେବା ବନ୍ଦ କଲେ। ସେହି ବିଦ୍ୟୁତ୍ ପବନରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା।

Gade chapit la Kopi




ହବକ୍କୂକ 3:11
11 Referans Kwoze  

ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।


ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।


ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,


ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;


ଅଶ୍ୱାରୋହୀ ଆରୋହଣ କରିବାର, ଆଉ ଚକ୍‍ଚକ୍ ଖଡ୍ଗ ଓ ଝଲମଲ ବର୍ଚ୍ଛା; ପୁଣି, ଅପାର ହତ ଲୋକ ଓ ଶବର ଏକ ମହାଢିପି; ଆଉ, ଶବ ସଂଖ୍ୟାର ସୀମା ନାହିଁ; ସେମାନଙ୍କ ଶବ ଉପରେ ଲୋକେ ଝୁଣ୍ଟି ପଡ଼ନ୍ତି;


ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। ସେଲା। ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ।


ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।


Swiv nou:

Piblisite


Piblisite