ହବକ୍କୂକ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ବିଜେ କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ। Gade chapit laଓଡିଆ ବାଇବେଲ12 ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ। Gade chapit laପବିତ୍ର ବାଇବଲ12 କ୍ରୋଧରେ ତୁମ୍ଭେ ପୃଥିବୀ ଉପରେ ଗ୍ଭଲିଲ ଏବଂ ଦେଶଗୁଡ଼ିକୁ ଦଣ୍ତ ଦେଲ। Gade chapit la |