Biblia Todo Logo
Bib sou entènèt

- Piblisite -




ହାଗୟ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

1 ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

1 ସପ୍ତମ ମାସର ଏକବିଂଶ ଦିବସରେ ସଦାପ୍ରଭୁଙ୍କଠାରୁ ଏହି ବାର୍ତ୍ତା ହାଗୟଙ୍କ ନିକଟକୁ ଆସିଲା।

Gade chapit la Kopi




ହାଗୟ 2:1
5 Referans Kwoze  

ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।


ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;


ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।


Swiv nou:

Piblisite


Piblisite