Biblia Todo Logo
Bib sou entènèt

- Piblisite -




ହାଗୟ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଦାରୀୟାବସ୍ର ଅଧିକାରର ଦ୍ଵିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;

Gade chapit la Kopi

ଓଡିଆ ବାଇବେଲ

10 ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;

Gade chapit la Kopi

ପବିତ୍ର ବାଇବଲ

10 ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିବସରେ ଭବିଷ୍ୟ‌ଦ୍‌ବକ୍ତା ହାଗୟ ସଦାପ୍ରଭୁଙ୍କର ଏହି ବାର୍ତ୍ତା ପାଇଲେ।

Gade chapit la Kopi




ହାଗୟ 2:10
6 Referans Kwoze  

ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।


ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।


ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


Swiv nou:

Piblisite


Piblisite