Biblia Todo Logo
Bib sou entènèt

- Piblisite -




ହାଗୟ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,

Gade chapit la Kopi

ଓଡିଆ ବାଇବେଲ

11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,

Gade chapit la Kopi

ପବିତ୍ର ବାଇବଲ

11 “ଏହି ଜିନିଷଗୁଡ଼ିକ ବିଷୟରେ ବ୍ୟବସ୍ଥା କ’ଣ କୁହେ, ଯାଜକମାନଙ୍କୁ ପଗ୍ଭରିବାକୁ ସର୍ବଶକ୍ତିମାନ ସଦାପ୍ରଭୁ ଆଦେଶ ଦିଅନ୍ତି।

Gade chapit la Kopi




ହାଗୟ 2:11
7 Referans Kwoze  

କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।


ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।


ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।


Swiv nou:

Piblisite


Piblisite