Biblia Todo Logo
Bib sou entènèt

- Piblisite -




ହାଗୟ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ପବିତ୍ର ବାଇବଲ

20 ମାସର ଚତୁର୍ବିଂଶ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ହାଗୟ ନିକଟକୁ ଆସିଲା। ବାର୍ତ୍ତାଟି ହେଉଛି।

Gade chapit la Kopi




ହାଗୟ 2:20
8 Referans Kwoze  

ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।


ଦାରୀୟାବସଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;


ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।


ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍‍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।


Swiv nou:

Piblisite


Piblisite