ହାଗୟ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ଵ ଓ ଅଶ୍ଵାରୋହୀମାନେ ଆପଣା ଭ୍ରାତାର ଖଡ଼୍ଗ ଦ୍ଵାରା ପତିତ ହେବେ। Gade chapit laଓଡିଆ ବାଇବେଲ22 ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ। Gade chapit laପବିତ୍ର ବାଇବଲ22 ଆମ୍ଭେ ବହୁ ରାଜ୍ୟ ଓ ରାଜାଙ୍କୁ ଓଲଟାଇ ଦେବା, ଆମ୍ଭେ ରାଜ୍ୟର ଅନ୍ୟ ଲୋକମାନଙ୍କର କ୍ଷମତାକୁ ଲୋପ କରିବା, ସେମାନଙ୍କର ରଥ ଓ ଆରୋହୀଙ୍କୁ ଧ୍ୱଂସ କରିବା। ଆମ୍ଭେ ସେମାନଙ୍କର ଯୁଦ୍ଧ ଅଶ୍ୱ ଓ ଆରୋହୀଙ୍କୁ ପରାସ୍ତ କରିବା। ସେ ସୈନିକମାନେ ବର୍ତ୍ତମାନ ପରସ୍ପର ବନ୍ଧୁଭାବରେ ଅଛନ୍ତି। କିନ୍ତୁ ସେମାନେ ପରସ୍ପର ବିରୁଦ୍ଧରେ ଯିବେ ଏବଂ ପରସ୍ପର ଖଣ୍ଡାରେ ହଣାହଣି ହୋଇ ମରିବେ।” Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।