Biblia Todo Logo
Bib sou entènèt

- Piblisite -




ହାଗୟ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ‘ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏହି ଗୃହକୁ ତାହାର ପୂର୍ବ ଐଶ୍ଵର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କିପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?

Gade chapit la Kopi

ଓଡିଆ ବାଇବେଲ

3 ଏହି ଗୃହକୁ ତାହାର ପୂର୍ବ ଐଶ୍ୱର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି ? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କି ପ୍ରକାର ଦେଖୁଅଛ ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ ?

Gade chapit la Kopi

ପବିତ୍ର ବାଇବଲ

3 ‘ତୁମ୍ଭମାନଙ୍କ ମଧ୍ୟରୁ କିଏ ଏହି ମନ୍ଦିରର ପୂର୍ବ ମହିମା ଦେଖିଲା? ଧ୍ୱଂସ ହୋଇ ଯାଇଥିବା ସୁନ୍ଦର ଗୃହ ସହିତ ତୁମ୍ଭେମାନେ ଏହାକୁ ତୁଳନା କରିଛ। ଯଦି ଏହି ଗୃହକୁ ପ୍ରଥମ ଗୃହ ସହିତ ତୁଳନା କର ତେବେ ତୁମ୍ଭର ଦୃଷ୍ଟିରେ ଏହା କିଛି ନୁହେଁ।

Gade chapit la Kopi




ହାଗୟ 2:3
8 Referans Kwoze  

ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;


ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।


ଏହି ଗୃହର ପୂର୍ବକାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।’”


ଆଉ ଦାଉଦ କହିଲେ, “ମୋʼ ପୁତ୍ର ଶଲୋମନ ଅଳ୍ପ ବୟସ୍କ ଓ କୋମଳ, ପୁଣି, ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ସକାଶୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ୱିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି।” ଏହିପରି ଦାଉଦ ଆପଣା ମୃତ୍ୟୁୁ ପୂର୍ବେ ଅଧିକ ପ୍ରଚୁର ପରିମାଣରେ ରୂପେ ଆୟୋଜନ କଲେ।


ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।


ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।


Swiv nou:

Piblisite


Piblisite