ଏବ୍ରୀ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)9 “ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ଵର, ତୁମ୍ଭର ଈଶ୍ଵର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।” Gade chapit laଓଡିଆ ବାଇବେଲ9 "ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ୱର, ତୁମ୍ଭର ଈଶ୍ୱର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି ।'' Gade chapit laପବିତ୍ର ବାଇବଲ (CL) NT (BSI)9 ତୁମେ ଧାର୍ମିକତାକୁ ଭଲ ପାଅ ଓ ଅନ୍ୟାୟ ଘୃଣା କର। ସେଥିପାଇଁ ତୁମ ଈଶ୍ୱର ତୁମକୁ ମନୋନୀତ କରିଛନ୍ତି। ଏବଂ ତୁମ ସଙ୍ଗୀମାନଙ୍କ ଅପେକ୍ଷା ତୁମକୁ ଅଧିକତର ସମ୍ମାନ ଦେଇ ଆନନ୍ଦ ପ୍ରଦାନ କରିଛନ୍ତି।” Gade chapit laପବିତ୍ର ବାଇବଲ9 ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ୱର, ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।” Gade chapit la |