Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏହିସମସ୍ତ ମୋଚନ ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ।

Gade chapit la Kopi

ଓଡିଆ ବାଇବେଲ

18 ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତେଣୁ ସେମାନେ ଯଦି କ୍ଷମା ପ୍ରାପ୍ତ ହୋଇଛନ୍ତି, ତେବେ ପାପ ମୋଚନ ନିମନ୍ତେ ଆଉ ବଳିଦାନର ଆବଶ୍ୟକତା ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ୟକତା ନାହିଁ।

Gade chapit la Kopi




ଏବ୍ରୀ 10:18
4 Referans Kwoze  

ସେହିସବୁ ବଳିର ଉତ୍ସର୍ଗ କଅଣ ନିବୃତ୍ତ ହୋଇ ନ ଥାଆନ୍ତା ଯଦି ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ପାଇ ନ ଥାଆନ୍ତେ?


କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।


ଏହା କହିଲା ଉତ୍ତାରେ ସେ କହନ୍ତି, “ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍‍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,


Swiv nou:

Piblisite


Piblisite